Take a fresh look at your lifestyle.
Monthly Archives

January 2023

ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆଜି ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଜିଲ୍ଲା ବରିଷ୍ଠ ଉପସଭାପତି ବିଷ୍ଣୁପ୍ରସାଦ ଲେଙ୍କା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ । ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର ଆଜିର ଦିବସ…

ମହିମା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଜ୍ଜାପନ

ଯୋରନ୍ଦା: ମହିମାଗାଦିସ୍ଥିତ ମହିମା ମହାବିଦ୍ୟାଳୟର +୨ ପ୍ରଥମ ବର୍ଷର ଛାତ୍ରୀ ମାନଙ୍କୁ ଓଡିଶା ସରକାରଙ୍କର ପ୍ରଦତ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅଧକ୍ଷ ଡକ୍ଟର ସଦାନନ୍ଦ ମିଶ୍ରଙ୍କ ଦ୍ଵାରା ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଅଛି । ଏହି ଉପଲକ୍ଷେ…

ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଢେଙ୍କାନାଳ :ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୭୪ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମିନତୀ ଦେହୁରୀ ପତାକା ଉତ୍ତୋଳନ କରିଥିଲେ। ଏଥିରେ ସମସ୍ତ ଶିକ୍ଷକ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ। ପ୍ରଧାନ ଶିକ୍ଷୟିତ୍ରୀ…

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ତରଫରୁ ଚଉସ୍ତରୀତମ ସାଧାରଣତନ୍ତ୍ର ଦିବସ ପାଳିତ

ଢେଙ୍କାନାଳ:ଭାରତୀୟ ଷ୍ଟେଟ୍ ବ୍ୟାଙ୍କ, ଢେଙ୍କାନାଳ ଶାଖା ତରଫରୁ ଚଉସ୍ତରୀତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ଯ ପ୍ରବନ୍ଧକ ମୀନକେତନ ବାରଲେବଡ଼ିଆ ପତାକା ଉତ୍ତୋଳନ କରିଥିଲେ। ଏହି ସମାରୋହରେ ଉପସ୍ଥିତ ଥିଲେ ସତବିପ୍ର ଭୋଇ, ଚନ୍ଦ୍ରାୟ ମାଝି, ସୌମ୍ଯ ମିଶ୍ର,…

୧୩୯ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

କୋଣାର୍କ : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ପୁରୀ ଜିଲ୍ଲା ରୁ ଆଜି ୧୩୯ ଜଣ ବରିଷ୍ଠ ନାଗରିକ ଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି।ଏହି ବରିଷ୍ଠ ନାଗରିକ ମାନେ ବାରଣାସୀ ଓ ଆହ୍ଲାବାଦ ପରିଭ୍ରମଣ କରିବା ସହ ଚଳିତ ମାସ ୩୧ ତାରିଖରେ ପୁରୀ ଫେରିଆସିବାର କାର୍ଯ୍ୟକ୍ରମ ରହିଛି।…

ମହିମା ମହାବିଦ୍ୟାଳୟରେ ମତଦାତା ଦିବସ ପାଳନ

ଯୋରନ୍ଦା: ମହିମାଗାଦିସ୍ଥିତ ମହିମା ମହାବିଦ୍ୟାଳୟରେ ୧୩ ତମ ଜାତୀୟ ମତଦାତା ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସଦାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଅଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିରୁପେ ପ୍ରାଧ୍ୟାପକ ପ୍ରହଲ୍ଲାଦ କୁମାର ସ୍ଵାଇଁ,…

ବୋହୂର ବିବାହ କରାଇଲେ ଶଶୁର।

 ଭୁବନେଶ୍ୱର: ବୋହୂର ବିବାହ କରାଇଲେ ଶଶୁର। ଏଭଳି ବିବାହ କରି ଉଦାହରଣ ସୃଷ୍ଟି କରିଛନ୍ତି ପୂର୍ବତନ ବିଧାୟକ ନବୀନ ନନ୍ଦ। ନିଜ ବିଧବା ବୋହୂଙ୍କୁ ପୁର୍ନବିବାହ କରାଇଛନ୍ତି ଗନ୍ଦିଆର ପୂର୍ବତନ ବିଧାୟକ ନବୀନ ନନ୍ଦ। ଏନେଇ ସେ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି।  ମୁଁ ଭୁଲ କରିଛି କି ଠିକ…

ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ।

ଢେଙ୍କାନାଳ : ଜଣେ ଉଚ୍ଚକୋଟୀର ସାହିତ୍ୟିକ, ସ୍ତମ୍ଭକାର, ଗବେଷକ, ଭାଷାତତ୍ତ୍ବବିତ୍, ବାଗ୍ମୀ, ଆଧ୍ୟାତ୍ମିକ ପ୍ରବକ୍ତା, ଜ୍ୟୋତିର୍ବିଦ୍ ଭାବେ ଓଡ଼ିଶା ଓ ଓଡ଼ିଶା ବାହାରେ ସୁପରିଚିତ ଢେଙ୍କାନାଳ ଜିଲ୍ଲା ନିବାସୀ ପଣ୍ଡିତ ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ର। ଶାସ୍ତ୍ରୀୟ ଓଡ଼ିଆ ଭାଷା ପାଇଁ ସେ…

ସାଧାରଣତନ୍ତ୍ର ଦିବସ ଅବସରରେ ହେବାକୁ ଥିବା ପରେଡ୍‌ ପାଇଁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି।

ନୂଆଦିଲ୍ଲୀ: ଆଜି ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ହେବାକୁ ଥିବା ପରେଡ୍‌ ପାଇଁ ରାଜଧାନୀ ଦିଲ୍ଳୀଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ‌କିଛି ବି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଦିଲ୍ଳୀ ପୁଲିସ୍‌ର ଅନେକ ଦଳ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ କରୁଛନ୍ତି। ସୁରକ୍ଷା…

ଚନ୍ଦ୍ରଭାଗା ମାଘମେଳା ପାଇଁ ମୁତୟନ ହେବେ ୩୦୦ସ୍ବେଛାସେବୀ

କୋଣାର୍କ : ବିଶ୍ଵପ୍ରସିଦ୍ଧ ଚନ୍ଦ୍ରଭାଗା ମାଘମେଳା କୁ ଶାନ୍ତି ଶୃଙ୍ଖଳା ସହ ସମାପନ କରିବା ପାଇଁ ପ୍ରଶାସନ ଓ ସ୍ବେଛାସେବୀ ମାନଙ୍କର ଏକ ମିଳିତ ବୈଠକ ଅତିରିକ୍ତ ତହସିଲଦାର ସୌମେନ୍ଦ୍ର କୁମାର ତେଜ଼ ଙ୍କ ଅଧକ୍ଷତାରେ କୋଣାର୍କ ଯାତ୍ରୀନିବାସ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି l     …