କୋଣାର୍କ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ
କୋଣାର୍କ : ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ପୂର୍ବାହ୍ନରେ କୋଣାର୍କ ପ୍ରାଥମିକ ଚିକିତ୍ସା କେନ୍ଦ୍ରର ପରିସରରେ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ସ୍ବାସ୍ଥ୍ୟ ସଚେତନତା ଶିବିରରେ କୋଣାର୍କ…