” ମୁକ୍ତା “ଯୋଜନା ରେ ୪୪ ଟି ସ୍ୱୟଂ ସହାୟକ ଗୋଷ୍ଠୀକୁ ୩ କୋଟି ୪୪ ଲକ୍ଷ ଟଙ୍କାର କାର୍ଯ୍ୟାଦେଶ ବଣ୍ଟନ
ଭୁବନ : ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର "ମୁକ୍ତା"ଯୋଜନା ରେ ୪୬ ଟି ପ୍ରକଳ୍ପ ପାଇଁ ୪୪ ଟି ସ୍ୱୟଂ ସହାୟକ ଗୋଷ୍ଠୀକୁ ୩ କୋଟି ୪୪ ଲକ୍ଷ ଟଙ୍କାର କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି।
ନଗରପାଳ ଶୁଭେନ୍ଦୁ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହିଳା…