Take a fresh look at your lifestyle.
Browsing Category

ଜିଲ୍ଲା ଖବର

ଢେଙ୍କାନାଳ ଜିଲ୍ଲା ୬୬୨ ବର୍ଗ କଲେଜ୍ ସଂଘର ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାର ୬୬୨ ବର୍ଗ ବେସରକାରୀ କଲେଜ୍ ଅଧ୍ୟାପକ ଓ କର୍ମଚାରୀ ସଂଘର ଶତାଧିକ କର୍ମଚାରୀ ରାଜ୍ୟ ସଭାପତି ଗୋଲକ ନାୟକଙ୍କ ନେତୃତ୍ୱରେ ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇଥିଲେ । ଏକ ପ୍ରତିନିଧି ମଣ୍ଡଳ ଜିଲ୍ଲାପାଳଙ୍କୁ କ୍ୟାବିନେଟ୍ ନିଷ୍ପତିର…

ଶଙ୍ଖୁଆ ଉ ପ୍ରା ବିଦ୍ୟାଳୟ 74ତମ ସାଧାରଣତନ୍ତ୍ର ଦିବସ ପାଳିତ।

ଢେଙ୍କାନାଳ: ଆଜି ଶଙ୍ଖୁଆ ଉ ପ୍ରା ବିଦ୍ୟାଳୟ 74ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳିତ ହୋଇଛି। ଏହା ପରେ ବାର୍ଷିକ କ୍ରୀଡା ଉତ୍ସବରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିଦ୍ୟାଳୟ ସଭାପତି ବେଣୁଧର ଷେଣ୍ଢ ପ୍ରଦାନ କରିଥିଲେ।ପରେ ଦେଶାତ୍ମବୋଧକ…

ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆଜି ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଜିଲ୍ଲା ବରିଷ୍ଠ ଉପସଭାପତି ବିଷ୍ଣୁପ୍ରସାଦ ଲେଙ୍କା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ । ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର ଆଜିର ଦିବସ…

ମହିମା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଜ୍ଜାପନ

ଯୋରନ୍ଦା: ମହିମାଗାଦିସ୍ଥିତ ମହିମା ମହାବିଦ୍ୟାଳୟର +୨ ପ୍ରଥମ ବର୍ଷର ଛାତ୍ରୀ ମାନଙ୍କୁ ଓଡିଶା ସରକାରଙ୍କର ପ୍ରଦତ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅଧକ୍ଷ ଡକ୍ଟର ସଦାନନ୍ଦ ମିଶ୍ରଙ୍କ ଦ୍ଵାରା ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଅଛି । ଏହି ଉପଲକ୍ଷେ…

ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଢେଙ୍କାନାଳ :ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୭୪ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମିନତୀ ଦେହୁରୀ ପତାକା ଉତ୍ତୋଳନ କରିଥିଲେ। ଏଥିରେ ସମସ୍ତ ଶିକ୍ଷକ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ। ପ୍ରଧାନ ଶିକ୍ଷୟିତ୍ରୀ…

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ତରଫରୁ ଚଉସ୍ତରୀତମ ସାଧାରଣତନ୍ତ୍ର ଦିବସ ପାଳିତ

ଢେଙ୍କାନାଳ:ଭାରତୀୟ ଷ୍ଟେଟ୍ ବ୍ୟାଙ୍କ, ଢେଙ୍କାନାଳ ଶାଖା ତରଫରୁ ଚଉସ୍ତରୀତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ଯ ପ୍ରବନ୍ଧକ ମୀନକେତନ ବାରଲେବଡ଼ିଆ ପତାକା ଉତ୍ତୋଳନ କରିଥିଲେ। ଏହି ସମାରୋହରେ ଉପସ୍ଥିତ ଥିଲେ ସତବିପ୍ର ଭୋଇ, ଚନ୍ଦ୍ରାୟ ମାଝି, ସୌମ୍ଯ ମିଶ୍ର,…

ମହିମା ମହାବିଦ୍ୟାଳୟରେ ମତଦାତା ଦିବସ ପାଳନ

ଯୋରନ୍ଦା: ମହିମାଗାଦିସ୍ଥିତ ମହିମା ମହାବିଦ୍ୟାଳୟରେ ୧୩ ତମ ଜାତୀୟ ମତଦାତା ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସଦାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଅଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିରୁପେ ପ୍ରାଧ୍ୟାପକ ପ୍ରହଲ୍ଲାଦ କୁମାର ସ୍ଵାଇଁ,…

ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ।

ଢେଙ୍କାନାଳ : ଜଣେ ଉଚ୍ଚକୋଟୀର ସାହିତ୍ୟିକ, ସ୍ତମ୍ଭକାର, ଗବେଷକ, ଭାଷାତତ୍ତ୍ବବିତ୍, ବାଗ୍ମୀ, ଆଧ୍ୟାତ୍ମିକ ପ୍ରବକ୍ତା, ଜ୍ୟୋତିର୍ବିଦ୍ ଭାବେ ଓଡ଼ିଶା ଓ ଓଡ଼ିଶା ବାହାରେ ସୁପରିଚିତ ଢେଙ୍କାନାଳ ଜିଲ୍ଲା ନିବାସୀ ପଣ୍ଡିତ ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ର। ଶାସ୍ତ୍ରୀୟ ଓଡ଼ିଆ ଭାଷା ପାଇଁ ସେ…

ସଚ୍ଚିଦାନନ୍ଦ ଉଚ୍ଚ ମlଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ମତଦାତା ଦିବସ ପାଳିତ

ଢେଙ୍କାନାଳ:ସଚ୍ଚିଦାନନ୍ଦ ଉଚ୍ଚ ମlଧ୍ୟମିକ ବିଦ୍ୟାଳୟ ଇନ୍ଦିପୁର ରେ ଆଜି 25/01/2023 ରେ ଜାତୀୟ ମତଦାତା ଦିବସ ପାଳିତ ହୋଇ ଯାଇଛି l ଏହି ଅବସରରେ ଆୟୋଜିତ ସଭାରେ ବିଦ୍ୟାଳୟ ର ଉପ ଅଧକ୍ଷ ଶ୍ରୀଯୁକ୍ତ ସମରେନ୍ଦ୍ର ସିଂ ସଭାପତିତ୍ୱ କରିଥିଲେ l ଆମ ଗଣତାନ୍ତ୍ରିକ ବ୍ୟବସ୍ଥାରେ ଗୋଟିଏ ମତଦାତା ର…

ଛୁଆହାତୀର ମୃତଦେହ ଉଦ୍ଧାର

ଢେଙ୍କାନାଳ: ଢେଙ୍କାନାଳ ସଦର ବନାଞ୍ଚଳ ମହୁଲପଡା ଜଙ୍ଗଲ ମଧ୍ୟରୁ ଏକ ଛୁଆହାତୀର ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ହାତୀ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ହାତୀମୃତ୍ୟୁ ସ୍ଥଳରେ ଦଳବଦ୍ଧ ହୋଇ ଅନ୍ୟ ହାତୀ ଜଗି ରହିଥିବାରୁ ବନବିଭାଗ ସେଠାରେ ପହଞ୍ଚି ପାରନଥିବା ଜଣାପଡିଛି । ମହୁଲପଡା…