Browsing Category
ଜିଲ୍ଲା ଖବର
କୁକୁଡ଼ାଫାର୍ମ ସ୍ଥାନାନ୍ତର ଦାବିରେ ମହୁଲପୁଞ୍ଜିବାସୀ ଜିଲ୍ଲାପାଳଙ୍କୁ ଭେଟିଲେ
ଢେଙ୍କାନାଳ : ସଂପ୍ରତି ବର୍ଷାଦିନ ଚାଲିଥିବା ବେଳେ ସଂକ୍ରମଣକୁ ଦୃଷ୍ଟିରେ ରଖି ମହୁଲପୁଞ୍ଜି ଗ୍ରାମରୁ କୁକୁଡ଼ାଫାର୍ମ ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଜିଲ୍ଲାପାଳଙ୍କୁ ଭେଟି ଲିଖିତ ଭାବେ ଦାବି କରିଛନ୍ତି ।
ଅଭିଯୋଗର ଏକକିତା ନକଲ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ରାଜ୍ୟ ଗୃହମନ୍ତ୍ରୀ, ଓଡ଼ିଶା…
ଭୁବନର ପ୍ରସିଦ୍ଧ ଗଣେଶ ପୂଜା ପାଇଁଶାନ୍ତିକମିଟିର ପ୍ରସ୍ତୁତି ବୈଠକ
ଭୁବନ: ଭୁବନରେ ଦ୍ୱିତୀୟ ଦଶହରା ର ମାନ୍ୟତା ପାଇଥିବା ପ୍ରସିଦ୍ଧ ଗଣେଶ ପୂଜା ଉପଲକ୍ଷେ ମିଳିତ ପୂଜା କମିଟି ତରଫରୁ ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ ଶାନ୍ତି କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମିଳିତ ପୂଜାକମିଟି ସଭାପତି ଦୀପକ କୁମାର ବେହେରା ଙ୍କ ଅଧ୍ୟକ୍ଷତା ଓ ଉପ ସଭାପତି…
ଶିଶୁମନ୍ଦିରରେ ସଙ୍କୁଳ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦଘାଟିତ
ଭୁବନ: ଭୁବନ ସରସ୍ୱତୀ ଶିଶୁ ମନ୍ଦିରେ ସୋମବାର ସଂଧ୍ୟାରୁ ଆରମ୍ଭ ହୋଇଥିବା ୪ ଦିନିଆ ସଙ୍କୁଳ ଆଚାର୍ଯ୍ୟକର୍ମଶାଳା ଆଜି ଉଦଘାଟିତ ହୋଇଯାଇଛି । ଉଦଘାଟନୀ କାଳାଂଶ ଅବସରରେ ନଗରପାଳ ଶୁଭେନ୍ଦୁ କୁମାରସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରିଥିଲେ ।
ମୁଖ୍ୟବକ୍ତା ଭାବେ…
ଗ୍ରନ୍ଥାଗାରିକ ସ୍ଵର୍ଗତ ଯୋଗାନନ୍ଦ ନାୟକଙ୍କର ଅବର୍ତମାନ: ମହିମା ମହାବିଦ୍ୟାଳୟରେ ଶୋକସଭା
ଯୋରନ୍ଦା : ମହିମା ମହାବିଦ୍ୟାଳୟର ସହଗ୍ରନ୍ଥାଗାରିକ ସ୍ଵର୍ଗତ ଯୋଗାନନ୍ଦ ନାୟକଙ୍କର ଅବର୍ତମାନରେ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଡକ୍ଟର ସଦାନନ୍ଦ ମିଶ୍ରଙ୍କ ସଭାପତିତ୍ଵରେ ଏକ ଶୋକସଭା ଆୟୋଜିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ପ୍ରାଧ୍ୟାପକ, …
ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ, ସମସ୍ୟାର ଆସୁ ସମାଧାନ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ପତ୍ର
ଗଁଦିଆ : ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଶ୍ରୀରାମ ଚନ୍ଦ୍ର ପୁରସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଛି l ଏ ସମ୍ପର୍କରେ ବ୍ଲକ ଆମ୍ ଆଦମୀ ପାର୍ଟିର ଏକ ପ୍ରତିନିଧି ମଣ୍ଡଳୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସହିତ ଆଲୋଚନା କରି ପରିଦର୍ଶନ କରିଥିଲେ l ବାରମ୍ବାର…
ଭୁବନ ଏନଏସି ରେ ସ୍ୱଚ୍ଛ ସାଥୀ ଙ୍କୁ ପୋଷାକ ବଣ୍ଟନ
ଭୁବନ : ଭୁବନ ଏନଏସି ତରଫରୁ ସ୍ୱଚ୍ଛସାଥୀ ମାନଙ୍କୁ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନଗରପାଳ ଶୁଭେନ୍ଦୁ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବାରେ ସ୍ୱଚ୍ଛସାଥୀ ମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିବା ସହ…
ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଉଦଘାଟିତ
ଭୁବନ : ଭୁବନ ବ୍ଲକ ଅନ୍ତର୍ଗତ ଭୂଷଳ ପଂଚାୟତର କୀର୍ତନପୁର ଓ ଜୟପୁର ଗ୍ରାମକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଭାବେ ଘୋଷଣା କରାଯାଇଛି । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନଡିଆ ବାଡେଇ ଫିତା କାଟି…
ପାନୀୟ ଜଳ, ପରିମଳ, କୃଷି, ସ୍ୱାସ୍ଥ୍ୟ,ଶିକ୍ଷା,ନରେଗା ଓ ରାସନକର୍ଡ ସଂପର୍କରେ ଆଲୋଚନା
ଭୁବନ : ଭୁବନ ପଂଚାୟତ ସମିତିର ତୃତୀୟ ସାଧାରଣ ବୈଠକ ବ୍ଲକ ସଭାଗୃହ ପରିସରରେ ଆଜି ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ସିପ୍ରା ବରାଳ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ…
ମଠକରଗୋଳା ଗ୍ରାମ ର ନୂତନ କାର୍ଯ୍ୟକର୍ତ୍ତା ନିର୍ବାଚିତ
କାମାକ୍ଷାନଗର: ମଠକରଗୋଳା ଗ୍ରାମର ସମସ୍ତ ଗ୍ରାମବାସୀଙ୍କ ସହଯୋଗରେ ଏବଂ ସର୍ବସମ୍ମତି କ୍ରମେ ଗ୍ରାମ୍ୟ ପରିଚାଳନା କମିଟିର ସଭାପତି ଭାବରେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜେନା ଙ୍କୁ ମନୋନୀତ କରାଯାଇଅଛି ।
ଏହି ଅଞ୍ଚଳର ଉନ୍ନତି ପାଇଁ ଗ୍ରାମର ସମସ୍ତ ଜନସାଧାରଣ ଙ୍କ…
ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
ଢେଙ୍କାନାଳ : ପରଜଙ୍ଗ ଥାନା କନ୍ତୋର ଗାଁରେ ବଜ୍ରାଘାତ ଘଟି ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣଙ୍କ କନ୍ତୋର ଗାଁର ପ୍ରଶାନ୍ତ କୁମାର ସାହୁ ।
ପ୍ରଶାନ୍ତ ଘର ପାଖରେ ଥିବା କୂଅ ନିକଟରେ ବସିଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ । ପରିବାର ଲୋକେ ତାଙ୍କୁ ଏକ କାର ଯୋଗେ ପରଜଙ୍ଗ…