Take a fresh look at your lifestyle.
Browsing Category

ଜିଲ୍ଲା ଖବର

ଢେଙ୍କାନାଳ ରେ ସାଇ ବାବା ଙ୍କ ପାଲିଙ୍କି ଶୋଭାଯାତ୍ରା

ଢେଙ୍କାନାଳ: ମୀନା ବଜାର କୁମ୍ଭାର ସାହି ଠାରେ ଆଜି ଶ୍ରୀ ସାଇ କୃଷ୍ଣାୟ ବିଗ୍ରହ ମନ୍ଦିର ର ବାର୍ଷିକ ପ୍ରତିଷ୍ଠା ମହୋତ୍ସବ ପାଳିତ ହୋଇଛି।  ପ୍ରାତଃ କାକଟ ଆଳତି, ମହାସ୍ନାନ, ନୂତନ ବସ୍ତ୍ର ଫୁଲ ହାରରେ ସୁସାର୍ଜିତ କରାଯାଇ ଓ ବିଭିନ୍ନ ପୂଜାର୍ଚନା କରାଯାଇ ବିଭିନ୍ନ ଭୋଗ ଲାଗି କରାଯାଇଥିଲା।…

ମାଗଣା ରକ୍ତ ପରୀକ୍ଷା ଶିବିର, ଔଷଧ ବିତରଣ

ଭୁବନ : ଆଜିର ସମାଜରେ ପିତା ,ମାତା ବୃଦ୍ଧ ବୃଦ୍ଧା ହୋଇଗଲେ ପୁଅ ମାନେ ନିର୍ଯ୍ୟାତନା ଦେବା ସହ ଜରାଶ୍ରମରେ ନେଇ ଛାଡି ଦେଉଥିବା ଅନେକ ଦୃଷ୍ଟାନ୍ତ ଦେଖିବାକୁ ମିଳୁଥିବା ବେଳେ ଭୁବନରେ ଜନୈକ ପୁଅ ପିତା ମୁରଲୀଧର ଚିନରା ଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକରେ ପିତାଙ୍କ ସ୍ମୃତିରକ୍ଷା ପାଇଁ ମାଗଣା…

ଭୁବନରେ ବେଆଇନ ଜବରଦଖଲ ପ୍ରତି ଅଙ୍କୁଶ ନାହିଁ

ଭୁବନ:  ଭୁବନ ବିଜ୍ଞାପିତ ଅଂଚଳ ପରିଷଦ ଚଳିତବର୍ଷ ୫୦ ତମବାର୍ଷିକ ଉତ୍ସବ ଅର୍ଥାତ ସୁବର୍ଣ୍ଣ ଜୟନ୍ତୀ ପାଳନ କରିବାକୁ ଯାଉଥିବା ବେଳେଏହି କ୍ଷୁଦ୍ର ସହରଟି ବିଭାଗୀୟ ଅଧିକାରୀ ଙ୍କ ନିଷ୍କ୍ରିୟତା ଯୋଗୁ ମାଷ୍ଟର ପ୍ଲାନ ରୁ ବଂଚିତ ହୋଇଛି । ପର୍ଯ୍ୟାପ୍ତ ସରକାରୀଜାଗା ଜବରଦଖଲକାରୀଙ୍କ କବଳକୁ…

ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

କଙ୍କଡାହାଡ : ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ବ୍ଲକ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ଗଡପଳାଶୁଣି ରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ବିଜ୍ଞାନମେଳା ବ୍ଲକ ସ୍ତରୀୟ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦୬ଟି ପ୍ରକଳ୍ପ ଯୋଗଦାନ କରିଥିଲେ…

ରାଷ୍ଟ୍ରୀୟ ନବବର୍ଷ ଉତ୍ସବ ପାଳନ

ଢେଙ୍କାନାଳ: ଭାରତ ମାତା ସେଵା ଅନୁଷ୍ଠାନ, ଢେଙ୍କାନାଳ ତରଫରୁ ରାଷ୍ଟ୍ରୀୟ ନବବର୍ଷ ଉତ୍ସବ ଦେଉଳସାହି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଭାରତୀୟ କାଳ ଗଣନା ଅନୁଯାୟୀ ବ୍ରହ୍ମା ଙ୍କ ଦ୍ଵାରା ସୃଷ୍ଟିର ଆରମ୍ଭ ତିଥି ଚୈତ୍ର ଶୁଳ୍କ ପ୍ରତିପଦାକୁ ହିନ୍ଦୁ…

ନଗରପାଳ ଙ୍କ ଆହାର କେନ୍ଦ୍ର ପରିଦର୍ଶନ

ଭୁବନ : ଭୁବନ ଏନଏସି ର ନୂତନ ନଗରପାଳ ଶୁଭେନ୍ଦୁ ସାହୁ ପବିତ୍ର ଉତ୍କଳ ଦିବସ ଅବସରରେ ନୂଆବଜାରସ୍ଥିତ ଆହାର କେନ୍ଦ୍ର ପରିଦର୍ଶନ କରିବା ସହିତ ସାଧାରଣ ଲୋକଙ୍କ ସହ ଧାଡିରେ ଛିଡାହୋଇ ଟୋକନ ଦେଇ ୫ ଟଙ୍କିଆ ଆହାର ମିଲ ଖାଇ ସମସ୍ତଙ୍କ ମନ ଜିଣି ନେଇଥିଲେ । ଭୁବନ ଆହାର କେନ୍ଦ୍ର ଟି ଉତ୍କଳ…

ବାଣୀ ସାହିତ୍ୟ ସଂସଦ ତରଫରୁ ଉତ୍କଳ ଦିବସ ପାଳିତ

ଭୁବନ : ଭୁବନର ସଂଭ୍ରାନ୍ତ ସାହିତ୍ୟ ଅନୁଷ୍ଠାନ ବାଣୀ ସାହିତ୍ୟ ସଂସଦ ତରଫରୁ ୮୭ ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ସ୍ଥାୟୀ ସଭାପତି ବାଣୀଶ୍ରୀ ରବୀନ୍ଦ୍ର କୁମାର ହୋତା ଙ୍କ ଅଧ୍ୟକ୍ଷତାରେ ନୂଆ ଭୁବନ ଶିବମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

ଗୁଣ୍ଡିଚାପଡ଼ା ଠାରେ ଅହମ୍ମଦିୟା ମୁସଲିମ ପ୍ରତିଷ୍ଠା ଦିବସ ପାଳନ

ଢେଙ୍କାନାଳ (ଅନସାର୍ ଅଲୀ ଖାଁ): ସହର ଉପକଣ୍ଠ ଗୁଣ୍ଡିଚାପଡ଼ାସ୍ଥିତ ଜାମେ ମସଜିଦଠାରେ ଅହମଦିୟା ମୁସଲିମ ପ୍ରତିଷ୍ଠା ଦିବସ ପାଳନ କରାଯାଇଅଛି। ଏହି ଅବସରରେ ଜାମେ ମସଜିଦ ଠାରେ ଏକ ଧର୍ମସଭା ଅନୁଷ୍ଠିତ ହୋଇଯାଇଛି। ଗୁଣ୍ଡିଚାପଡ଼ା ଅହମଦିୟା ମୁସଲିମ ଜମାଅତର ସଭାପତି ସୁଲେମାନ ଅଲୀ ଖାଁ ଏହି…

ବି.ବି. ହାଇସ୍କୁଲରେ ଜିଲ୍ଲାସ୍ତରୀୟ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ

ଢେଙ୍କାନାଳ:  ସ୍ଥାନୀୟ ଶତାୟୁ, ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳର ସ୍ମାର୍ଟ ଶ୍ରେଣୀଗୃହରେ ପ୍ରଧାନ ଶିକ୍ଷୟିତ୍ରୀ ବ୍ରହ୍ମୋତ୍ରୀ ବିଶ୍ୱାଳ,ଓଡ଼ିଶା ଶିକ୍ଷା ସେବା -୧ (କନିଷ୍ଠ)ଙ୍କ ଅବାହକତ୍ବରେ ଜିଲ୍ଲାସ୍ତରୀୟ ଏକଦିବସୀୟ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କାର୍ଯ୍ୟକ୍ରମ…

ବିଶ୍ଵ ଜଳ ଦିବସ ପାଳିତ

ଢେଙ୍କାନାଳ:୨ ନମ୍ବର ୱାର୍ଡରେ ଅବସ୍ଥିତ ଡଃ ଦାଶରଥି ମିଶ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଅଦ୍ଯ ତା୨୨.୦୩.୨୦୨୨ ରିଖ ମଙ୍ଗଳବାର ରେ ବିଶ୍ଵ ଜଳ ଦିବସ ପାଳିତ ହୋଇଯାଇଛି। ଏହି ଦିବସ ଉପଲକ୍ଷେ ଏକ ସଭାର ଆୟୋଜନ କରାଯାଇଥିଲା। ଏହି ସଭାରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅଞ୍ଜନା ମିଶ୍ର…