Take a fresh look at your lifestyle.
Browsing Category

ଜିଲ୍ଲା ଖବର

ଭୁବନ ଥାନା ତରଫରୁ ସହରରେ ମାର୍ଚ୍ଚ ଫାଷ୍ଟ

ଭୁବନ : ଆସନ୍ତା ୨୪ ତାରିଖ ଗୁରୁବାର ଦିନ ଭୁବନ ବିଜ୍ଞାପିତ ଅଂଚଳ ପରିଷଦ ନିମନ୍ତେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ । ଅତ୍ୟନ୍ତ ଶାନ୍ତି ଶୃଙ୍ଖଳା ସହିତ ସଂପୂର୍ଣ୍ଣ ଭୟମୁକ୍ତ ଭାବେ ଭୋଟର ମାନେ ଯେଭଳି ଭୋଟ ଦେବେ ସେଥିପାଇଁ ଭୁବନ ଥାନା ତରଫରୁ ଆଜି ସାରା ସହରେ ମାର୍ଚ୍ଚ ଫାଷ୍ଟ କରାଯାଇଥିଲା ।…

ମଝିକାରେ ଦୋଳ ଯାତ୍ରା ଅନୁଷ୍ଠିତ

ଢେଙ୍କାନାଳ: କଙ୍କଡାହାଡ଼ ବ୍ଲକ ଘାଗରାମୁଣ୍ଡା ପଂଚାୟତ ମଝିକା ଗ୍ରାମରେ ଦୋଳଯାତ୍ରା ଆରମ୍ଭ ହୋଇଯାଇଛି ।ଦୁଇ ବର୍ଷ ଲାଗି ରହିଥିବା ମହାମାରୀ କରୋନା ଯୋଗୁଁ ସରକାରଙ୍କ ଆଇନ ଅନୁସାରେ ବନ୍ଦ ହୋଇଥିଲା। କରୋନା ମହାମାରୀ କରୋନା କମିବାରୁ ଦୋଳଯାତ୍ରା ପୁଣି ଆରମ୍ଭ ହୋଇଯାଇଛି । ରାଧାକୃଷ୍ଣ…

ଦୋଳ ମଣ୍ଡପ  ସାହିରେ ଶ୍ରୀ ଶ୍ରୀ ଚୈତନ୍ୟ ମହାପ୍ରଭୁଙ୍କ ଜନ୍ମ ଉତ୍ସବ

ଢେଙ୍କାନାଳ: ସହର ଦୋଳ ମଣ୍ଡପ  ସାହିରେ ଥିବା ଶ୍ରୀ ଶ୍ରୀ ଚୈତନ୍ୟ ମହାପ୍ରଭୁଙ୍କ ମନ୍ଦିରରେ ଚୈତନ୍ୟଙ୍କ ଜନ୍ମ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ପୁରାତନ ମନ୍ଦିରରେ ପ୍ରାୟ ୫୦ ରୁ ୬୦ ବର୍ଷ ହେଲା ଦୋଳ ପୂର୍ଣ୍ଣିମା ପାଳନ ହୋଇଆସୁଛି। ଆଜି ବିମାନରେ ଫୁଲ ସଜା ଯାଇ…

ବି.ବି. ହାଇସ୍କୁଲ ର ନବଗଠିତ ଶକ୍ତି କ୍ଲବର ଶକ୍ତି ସଂରକ୍ଷଣ ସେମିନାର

ଢେଙ୍କାନାଳ: ଶତାୟୁ,ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳର ସ୍ମାର୍ଟ ଶ୍ରେଣୀଗୃହରେ ନୂତନ ଇଣ୍ଟରଆକ୍ଟିଭ ପ୍ୟାନେଲ ସାହାଯ୍ୟରେ ପିପିଟି ମାଧ୍ୟମରେ ନବଗଠିତ ଶକ୍ତି କ୍ଲବ ପକ୍ଷରୁ ବିଭିନ୍ନ ପ୍ରକାର ଶକ୍ତି ସଂରକ୍ଷଣ ସମ୍ପର୍କରେ ପ୍ରଥମ ସେମିନାର-୨୦୨୨ ଅନୁଷ୍ଠିତ …

ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଫଗୁ ଦଶମୀ ପାଳିତ

ଢେଙ୍କାନାଳ :   ଢେଙ୍କାନାଳ କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଫଗୁ ଦଶମୀ ନୀତି ପାଳିତ ହୋଇଯାଇଛି। ପ୍ରାତଃରୁ ମଙ୍ଗଳ ଆଳତୀ ଓ ମହାସ୍ନାନ ପରେ ଠାକୁରଙ୍କୁ ବସ୍ତ୍ର ପରିଧାନ କରାହାଇଥିଲେ। ଫୁଲ ଓ ତୁଳସୀ ହାରରେ ସୁସଜ୍ଜିତ କରାଯାଇଥିଲା। ବଲ୍ଲବ ଭୋଗ ଲାଗି କରାଯାଇଥିଲା।…

ସହକାରୀ ନିର୍ବାହୀ ଯନ୍ତ୍ରୀ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଭୁବନ : ଭୁବନ ବ୍ଲକରସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ରନାଥ ବେହେରାଙ୍କୁ ଆଜି ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ବିଡିଓ ଆଶୀର୍ବାଦ ପରିଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସହକାରୀ ଯନ୍ତ୍ରୀ ଶ୍ରୀକାନ୍ତ ସାହୁ , ଜିପିଇଓ ଶ୍ରୀକାନ୍ତ ବେହେରା , କନିଷ୍ଠ ଯନ୍ତ୍ରୀ…

ଭୋଜଦେଇପୁର ରେ ଗାଁ ପାଇଁ ଦିନଟିଏ ଅଭିଯାନ

ଢେଙ୍କାନାଳ: ଭୋଜଦେଇପୁର ଅଞ୍ଚଳର ଆରାଧ୍ଯ୍ୟ ପ୍ରଭୁ ଭୋଳେଶ୍ବର ମହାଦେବଙ୍କ ମନ୍ଦିର ପରିସର ଢେଙ୍କାନାଳ ଜିଲ୍ଲାର ଉତ୍ସାହି ବ୍ୟକ୍ତି ତଥା ଗାଁ କୁ ଭଲପାଉ ଥିବା ବ୍ୟକ୍ତିମାନଙ୍କୁ ନେଇ ଆରମ୍ଭ ହୋଇଥିବା ଗାଁ ପାଇଁ ଦିନଟିଏ ଅଭିଯାନ ଅବସରରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସୂଚନା…

ସେବା ସଙ୍ଗଠନ ପକ୍ଷରୁ ରକ୍ତଦାନ ଶିବିର ,୩୪ୟୁନିଟ ରକ୍ତ ସଂଗ୍ରହ

କୋଣାର୍କ :କୋଣାର୍କର ଅଗ୍ରଣୀ ସ୍ୱେଛାସେବୀ ସଙ୍ଗଠନ ‘ସେବା ସଙ୍ଗଠନ କୋଣାର୍କ’ ପକ୍ଷରୁ ଆଜି ୨୭.୦୨.୨୦୨୧ରିଖ (ରବିବାର) ପୂର୍ବାହ୍ନ ୧୦ଘଟିକା ସମୟରେ କୋଣାର୍କ ସ୍ଥିତ କୋଣାର୍କ ଶୋଭନୀୟ ଶୀକ୍ଷା ଶ୍ରମ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ…

ରାଜୀବ ଲୋଚନ ବେହେରା ଭୁବନ ଅତିରିକ୍ତ ତହସିଲଦାର ଭାବେ ଯୋଗ ଦେଲେ

ଭୁବନ : ଭୁବନ ତହସିଲ କାର୍ଯ୍ୟାଳୟରେ ରାଜୀବ ଲୋଚନ ବେହେରା ନୂତନ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତହସିଲ କର୍ମଚାରୀ ମାନେ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ଶ୍ରୀ ବେହେରା ୨୦୦୬ ମସିହାରେ କଟକ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ କିରାଣୀ ଭାବେ…

ଶଙ୍କରପୁର ହରିଜନ ସାହିରେ ପାନୀୟ ଜଳ ସମସ୍ୟା, ଆପ୍ ଘେରିଲା ଗ୍ରାମ୍ୟ ଜଳ ଯୋଗାଣ କାର୍ଯ୍ୟାଳୟ

ଢେଙ୍କାନାଳ : ସଦର ବ୍ଲକ ଶଙ୍କରପୁର ପଞ୍ଚାୟତ ବିଂଝାରପୁର ହରିଜନ ସାହିରେ ଦୀର୍ଘ ବର୍ଷ ହେଲା ଲାଗିରହିଛି ପାନୀୟ ଜଳ ସମସ୍ୟା l ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀ ଏବଂ ଜିଲ୍ଲାପାଳଙ୍କୁ ଦାବିପତ୍ର l ସ୍ଥାନୀୟ ଲୋକ ମାନେ ସରପଞ୍ଚ ଏବଂ ବିଡିଓ ଙ୍କୁ ଅନେକ ଥର ନେହୁରା ହୋଇ କହିଥିଲେ ମଧ୍ୟ କେହି…