Take a fresh look at your lifestyle.
Browsing Category

ଜିଲ୍ଲା ଖବର

ଗୋବିନ୍ଦପୁର ଶିବ ମନ୍ଦିର ପ୍ରାଙ୍ଗଣ ରେ ଥିବା ଚନ୍ଦନ ଗଛ ଚୋରି

ଭୁବନ : ଭୁବନ ବ୍ଲକ ମର୍ଥାପୁର ଗ୍ରାମ ପଞ୍ଚାୟତ ର ଗୋବିନ୍ଦପୁର ଗ୍ରାମ ର ଶିବ ମନ୍ଦିର ପ୍ରାଙ୍ଗଣ ରେ ଥିବା ଚନ୍ଦନ ଗଛ ଟିକୁ ଗତ କାଲି ରାତି ରେ କିଛି ଦୁର୍ବୃତ ମାନେ ଚୋରି କରି ନେଇଛନ୍ତି | ଚୋର ମାନେ ଗଛ ର ଗଣ୍ଡି କୁ ନେଇଯାଇ ଡାଳ ଛାଡି ଯାଇଛନ୍ତି | ସ୍ଥାନିୟ ଲୋକ ଙ୍କ ର ଏଥି ରେ ହାତ…

ଡଃ ବିଧାନ ମିଶ୍ର ଜଣେ ବହୁମୁଖୀ ପ୍ରତିଭାର ଅଧିକାରୀ ଥିଲେ

ଢେଙ୍କାନାଳ: ବିଶିଷ୍ଟ ସଂଗଠକ, ବାଗ୍ମୀ, ଲେଖକ, ଆଇନଜୀବି ଓ ସାହିତ୍ୟିକ ସ୍ୱର୍ଗତ ଡଃ. ବିଧାନ ଚନ୍ଦ୍ର ମିଶ୍ରଙ୍କ ପଂଚମ ଶ୍ରାଦ୍ଧବାର୍ଷିକୀ ଅବସରରେ ଦକ୍ଷିଣକାଳୀ ମାର୍ଗସ୍ଥିତ ରତ୍ନ ମଣ୍ଡପରେ ଆଜି ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା । ବିଶିଷ୍ଟ ସମବାୟବିତ୍ ତଥା ସମୀକ୍ଷକ ସୁକାନ୍ତ…

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ମୋ ସ୍କୁଲ ଅଭିଯାନ

କାମାକ୍ଷାନଗର : ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ଇଚ୍ଛାବତୀପୁର ରେ ମୋ ସ୍କୁଲ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୋକୁଳ ବିହାରୀ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅବସରପ୍ରାପ୍ତ ସିବିଆଇ ବିଚାରପତି ଭିକାରି ଚରଣ ରାଉତ ଯୋଗଦାନ କରିଥିଲେ । ଶ୍ରୀ ରାଉତ…

ରଚନା ଓ ସୂର୍ଯ୍ୟ ନମସ୍କାର ପ୍ରତିଯୋଗିତା ଅନୁଷ୍ଠିତ

ଢେଙ୍କାନାଳ: ସ୍ଥାନୀୟ ଗନ୍ଦିଆ ବ୍ଲକ ଅନ୍ତର୍ଗତ ଚିରୁଳେଇ ସ୍ଥିତ ରଘୁନାଥଜିଉ ଯୁବକ ସଂଘ ଓ ନେହେରୁ ଯୁବ କେନ୍ଦ୍ର ଦିବସ ପାଳିତ ହୋଇଯାଇଛି l ଏହି ଆୟୋଜିତ କାର୍ଯ୍ୟକ୍ରମ ଅବସର ରେ ରଚନା ଓ ସୂର୍ଯ୍ୟ ନମସ୍କାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ…

୯ ଶିଶୁ ଶ୍ରମିକ ଉଦ୍ଧାର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହାଉସିଂ ବୋର୍ଡ କଲୋନୀ ଏବଂ ଗୋପାଳ ସାଗର ଅଞ୍ଚଳରେ ଚଢାଉ କରାଯାଇ ୯ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ଶିଶୁ ଶ୍ରମିକ ମାନଙ୍କୁ ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରିବା ନେଇ ଜିଲ୍ଲାପାଳ ସରୋଜ କୁମାର ସେଠୀଙ୍କ ନିଦେ୍ର୍ଦଶରେ ଏକ ଟିମ ଗଠନ କରାଯାଇଥିଲା ।…

ଆର ପାରିରେ ଜିତୁ ବାବୁ

ଢେଙ୍କାନାଳ: ସହରର ବିଶିଷ୍ଟ ବ୍ୟବସାୟୀ, ସୂର୍ଯ୍ୟ ହୋଟେଲ ଓ ମଣ୍ଡପ ର ମାଲିକ, ମିନlବଜାର ପୂଜା କମିଟି ର ପୂର୍ବତନ ସଭାପତି , ନଟରାଜ ସଙ୍ଗୀତ ମହାବଦ୍ୟାଳୟର ଉପଦେଷ୍ଟା ଜିତେନ୍ଦ୍ର ପଟ୍ଟନାୟକ ( ଜିତୁ ବାବୁ ) ଗତ ରାତ୍ର ୧.୩୦ମି, ସମୟରେ ଇହଧାମ ପରିତ୍ୟାଗ କରି ଚାଲିଗଲେ l ତାଙ୍କ ଶରୀର…

ସେନା ଦିବସ ପାଳିତ

ଢେଙ୍କାନାଳ: ଜାନୁଆରୀ ୧୫ ତାରିଖରେ ପ୍ରତିବର୍ଷ ଭାରତୀୟ ସେନା ଦିବସ ପାଳନ କରାଯାଇଥାଏ । ଏହି ଉପଲକ୍ଷେ ଢେଙ୍କାନାଳ ସହରର ଗୁରୁଦେବଜୀ ଫାଉଣ୍ଡେସନ୍ ତରଫରୁ ସହରରେ ବାସକରୁଥିବା ପୂର୍ବତନ ସେନାକର୍ମଚାରୀ କ୍ୟାପ୍ଟେନ୍ ଅଶ୍ୱିନୀ ବରାଳ, ନାଏକ ରବିନାରାୟଣ ସାହୁ, ଦୁର୍ଯେ୍ୟାଧନ ବେହେରା ପ୍ରମୁଖଙ୍କ…

ଦୁର୍ଗମ ଅଂଚଳ ପୁଟିପାଳରେ ଶୀତବସ୍ତ୍ର ବଂଟନ

ଢେଙ୍କାନାଳ : ସହରର ଯୁବ ସ୍ୱେଚ୍ଛାସେବୀ ସଂଗଠନ ବଜରଙ୍ଗ କ୍ଲବ୍ ତରଫରୁ ଜିଲ୍ଲାର ଦୁର୍ଗମ ଅଂଚଳର ଶୀତବସ୍ତ୍ର ବଂଟନ କରାଯାଇଛି । କଙ୍କଡାହାଡ ବ୍ଲକ୍ କନ୍ତୋଲ ପଂଚାୟତ ଅନ୍ତର୍ଗତ ପୁଟିପାଳ ଗ୍ରାମ ଏକ ଦୁର୍ଗମ ଅଧୁ୍ୟଷିତ ଅଂଚଳ । ସ୍ୱେଚ୍ଛାସେବୀ ସଂଗଠନ ଭାବେ ଲକ୍ଡାଉନ୍ ସମୟରେ ବଜରଙ୍ଗ କ୍ଲବ୍…

ଚାନ୍ଦୁଆ ହସ୍ତଶିଳ୍ପ କାରିଗରୀ ତାଲିମ କାର୍ଯ୍ୟକ୍ରମ

ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ବଣସିଂହ ଠାରେ ଚାନ୍ଦୁଆ ହସ୍ତଶିଳ୍ପ ଗାରିଗରୀ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । ହସ୍ତଶିଳ୍ପ ନିଦେ୍ର୍ଦଶକଙ୍କ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷା ନିଦେ୍ର୍ଦଶକ ଗୋକୁଳି ବିହାରୀ ହୋତା ଉଦ୍ଘାଟନ…

ସତ୍ୟସାଇ ଯୋଗ କେନ୍ଦ୍ରର ପ୍ରଥମ ବାର୍ଷିକ ଉତ୍ସବ

କୋଣାର୍କ - ସତ୍ୟସାଇ ଯୋଗ କେନ୍ଦ୍ରର ପକ୍ଷରୁ କୋଣାର୍କ ସ୍ଥିତ ଯାତ୍ରୀ ନିବାସ ସମ୍ମେଳନି କକ୍ଷରେ ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ବାର୍ଷିକ ଉତ୍ସବର ପ୍ରାରମ୍ଭରେ ଅତିଥି ମାନେ ମହାପ୍ରଭୁ ଜଗତରନାଥ ଶ୍ରୀଜଗନ୍ନାଥ ନିକଟରେ ପୁଷ୍ପମାଲ୍ଯ ଅର୍ପଣ କରିବା ପରେ ଯୋଗ କେନ୍ଦ୍ରର…