Take a fresh look at your lifestyle.
Browsing Category

କ୍ରୀଡା

କ୍ରୀଡ଼ା ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ନିମନ୍ତେ ତାଇକୋଣ୍ଡୋ ଶିବିର

ଢେଙ୍କାନାଳ: ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ଆମେଚର ତାଇକୋଣ୍ଡୋ ଆସୋସିଏସନ ଅଫ ଢେଙ୍କାନାଳ ମିଳିତ ଆନୁକୂଲ୍ୟରେ ଢେଙ୍କାନାଳ ସହର ନିକଟସ୍ଥ ଦିଲ୍ଲୀ ପବ୍ଲିକ ସ୍କୁଲ ପରିସରରେ ଏକ ସ୍ଵତନ୍ତ୍ର ତାଇକୋଣ୍ଡୋ ଶିବିର ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଶାରୀରିକ ଶିକ୍ଷା ଶିକ୍ଷକଶିକ୍ଷୟିତ୍ରୀଙ୍କ ପାଇଁ…

କୁଶୁମୁଣ୍ଡିଆ ବିଶ୍ଵମାତା କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଚାନ୍ଦପୁର ଗୋଲଡ଼ ଡାଇମଣ୍ଡ ଚମ୍ପିୟାନ

କାମାକ୍ଷାନଗର(ରାଜ କିଶୋର ରାଉତ): କଙ୍କଡାହାଡ଼ ବ୍ଲକ ଦଶୀପୁର ପଞ୍ଚାୟତ କୁସୁମୁଣ୍ଡିଆ ଖେଳ ପଡିଆ ଠାରେ କୁସୁମୁଣ୍ଡିଆ ବିଶ୍ଵମାତା କ୍ରିକେଟ କ୍ଳବ ଆନୁକୂଲ୍ୟରେ ୧୦ମ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହେଇଅଛି । ଏହି ଟୁର୍ଣ୍ଣାମେଣ୍ଟ ରେ ୮ ଟି ଟିମ ଭାଗ ନେଇଥିଲେ।ଫାଇନାଲ ମ୍ୟାଚ…

ବାଜିରାଉତ କଲେଜରେ ଅତ୍ମରକ୍ଷା କୌଶଳ ତାଲିମ ଶିବିର

ଭୁବନ : ଭୁବନ ବାଜିରାଉତ ସ୍ମୃତି ମହାବିଦ୍ୟାଳୟରେଛାତ୍ରୀମାନଙ୍କର ଆତ୍ମରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହିଶିବିରକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଅଜିତ କୁମାରବେହେରା ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ପ୍ରଶିକ୍ଷାର୍ଥୀ (ଟ୍ରେନର) ଭାବେ  ଅମ୍ରିତାସାହୁ ଯୋଗଦେଇ…

କଳିଙ୍ଗ ଷ୍ଟାଡିଅମ୍‌ : ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମ ତଥା ୩୦୦ କୋଟି ଟଙ୍କାର କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମ କମ୍ପଲେକ୍‌ସ ଗସ୍ତ କରି ସେଠାରେ ୩୦୦ କୋଟି ଟଙ୍କାର ବିଭିନ୍ନ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପ ବିଶେଷତଃ ନିର୍ମଣାଧୀନ ଇନ୍‌ଡୋର ଆଥଲେଟିକ୍‌ ଷ୍ଟାଡିଅମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି…

ହର ପାର୍ବତୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ: କଙ୍କଡ଼ାହାଡ଼ ଚାମ୍ପିୟନ

ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଲକ କଙ୍କଡ଼ାହାଡ଼  ଠାରେ ୧୭ ତମ ବାର୍ଷିକ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି | ଅନ୍ତିମ ଦିବସ ଖେଳରେ ତାଳବରକୋଟ କ୍ରିକେଟ ଦଳ ଓ ହର ପାର୍ବତୀ କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା | କଙ୍କଡ଼ାହାଡ଼ ହର ପାର୍ବତୀ କ୍ରିକେଟ ଦଳ…

ଖୋ-ଖୋ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ କାଣ୍ଡବିନ୍ଧା ସ୍କୁଲ୍ ପଡିଆରେ ସତ୍ୟରଞ୍ଜନ ସ୍ପୋର୍ଟସ୍ ଏକାଡେମୀ ଆନୁକୂଲ୍ୟରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା । ଢେଙ୍କାନାଳ ଖୋ-ଖୋ ଟିମ୍ର ଜାତୀୟ ଓ ୟୁନିଭର୍ସିଟି ଖେଳିଥିବା ଖେଳାଳୀମାନଙ୍କୁ ପ୍ରାଇଜ୍ ବଣ୍ଟନ କରାଯାଇ ସେମାନଙ୍କ…

ରାଧାଦାମୋଦରଜୀଉ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ନଢଣପୁର ଠାରେ ଶନିବାର ଠାରୁ ଆରମ୍ଭ ହୋଇଛି ରାଧାଦାମୋଦରଜୀଉ କ୍ରିକେଟ ଟୁର୍ଣ୍ଣାମେଣ୍ଟ । ଉଦଘାଟନୀ ମ୍ୟାଚକୁ ସମାଜସେବୀ ଅନିତା ବେହେରା ଏବଂ ଶ୍ରୀକାନ୍ତ ସ୍ୱାଇଁ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ । ପ୍ରଥମ ଦିନ ମ୍ୟାଚରେ ମଙ୍ଗଳପୁର ଏବଂ…

୧୨ତମ ପ୍ରିୟବ୍ରତ କ୍ରିକେଟ୍ ଟୁର୍ଣ୍ଣାମେଂଟ ଉଦଘାଟନ

ଢେଙ୍କାନାଳ : ଦେଓଗାଁ ଗ୍ରାମପଂଚାୟତ ଅନ୍ତର୍ଗତ ମହୁଲଖୋଳି ରଙ୍ଗମାଟିଆ ଷ୍ଟାଡିୟମ୍ର ୧୨ତମ ପ୍ରିୟବ୍ରତ ମେମୋରିଆଲ୍ କ୍ରିକେଟ୍ ଟୁର୍ଣ୍ଣାମେଂଟ୍ ଉଦଘାଟତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଧାରାଣୀ ବେହେରା, ସମ୍ମାନିତ ଅତିଥି ଭାବେ ଅଭିରାମ ବେହେରା, ହେମନ୍ତ ଗୋଚ୍ଛାୟତ, ପ୍ରଭାତ…

ଯମୁନ।କୋଟ ଠାରେ ବାପୁଜୀ କ୍ରିକେଟ୍ ଟୁର୍ନାମେଣ୍ଟ ଉଦଘାଟିତ

ଭୁବନ: ଯମୁନ।କୋଟ ଗ୍ରାମ ପଞ୍ଚାୟତ ଖେଳ ପଡିଆ ଠାରେ କର୍କ ବଲ କ୍ରିକେଟ୍ ଟୁର୍ନାମେଣ୍ଟ ଭୁବନ ବ୍ଲକ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ସୁଭଦ୍ରା ପାତ୍ର ଙ୍କ ଦ୍ଵାରା ଉଦଘାଟିତ ହୋଯାଇଛି । ଉକ୍ତ ଉଦଘାଟନ ଉତ୍ସବରେ ଯମୁନକୋଟ ଗ୍ରାମ ପଞ୍ଚାୟତ ପୁର୍ବତନ ସରପଞ୍ଚ ନଟବର ସାହୁ , ବର୍ତ୍ତମାନ ର ସରପଞ୍ଚ …

ବେଗା କ୍ରିକେଟ ଟୁର୍ନାମେଣ୍ଟ ଉଦଯାପିତ ,ଗାନ୍ଧିଜୀ କ୍ରିକେଟ କ୍ଳବ ଚମ୍ପିୟାନ

ଢେ଼ଙ୍କାନାଳ: ବେଗା ହାଇସ୍କୁଲ ମିନି ଷ୍ଟାଡିଅମ ପରିସରରେ ଉଦଯାପିତ ହୋଇଯାଇଛି ୧୯ତମ ବେଗା କ୍ରିକେଟ ଟୁର୍ନାମେଣ୍ଟ l ଗ୍ରାଣ୍ଡ ଫାଇନାଲ ରେ ବେଗା ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରଦୀପ କୁମାର ଦାସ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ଢେ଼ଙ୍କାନାଳ ସାଂସଦ ମହେଶ ସାହୁ ଯୋଗ ଦେଇ ବିଜୟୀ ଓ…